ପାଟକୁରା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରାଯାଇଛି । କଂଗ୍ରେସର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରାଯାଇଛି । ତାଲିକାରେ ରାଜ୍ୟ ପ୍ରଭାରୀ ଜିତେନ୍ଦ୍ର ସିଂ, ସହ ପ୍ରଭାରୀ ଟି.ଏସ୍. ସିଂହଦେଓ,ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ନରସିଂହ ମିଶ୍ର,ଚିରଞ୍ଜିବ ବିଶ୍ୱାଳ, ପ୍ରଦୀପ ମାଝୀ , ରାମଚନ୍ଦ୍ର ଖୁଣ୍ଟିଆ ରୁଦ୍ର ରାଜୁ, ଶରତ ରାଉତ, ବିଶ୍ୱ ମହାନ୍ତି, ଭକ୍ତ ଦାସ, ରଞ୍ଜୀବ ବିଶ୍ୱାଳ, ସପ୍ତଗିରି ଉଲାକା, ସୁର ରାଉତରାୟ, ସନ୍ତୋଷ ସିଂ ସାଲୁକା, ତାରା ବାହିନୀପତି, ଜୟଦେବ ଜେନା, ଶରତ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ ସାମିଲ ଅଛନ୍ତି ।

LEAVE A REPLY

Please enter your comment!
Please enter your name here