ଅକ୍ଟୋବର ୧୭ରେ ହେବ କଂଗ୍ରେସ ସଭାପତି ନିର୍ବାଚନ । ଅକ୍ଟୋବର ୧୯ରେ ଘୋଷଣା ହେବ ନୂଆ ସଭାପତିଙ୍କ ନାଁ । ସେପ୍ଟେମ୍ବର ୨୪ରୁ ୩୦ ଯାଏଁ ନାମାଙ୍କନ ପ୍ରକ୍ରିୟା ଚାଲିବ । ନିର୍ବାଚନ ନେଇ ସିଡବ୍ଲ୍ୟୁସି ବୈଠକରେ ନିଷ୍ପତ୍ତି ନିଆଯାଇଛି ।

LEAVE A REPLY

Please enter your comment!
Please enter your name here