ଅର୍ଚ୍ଚିତାଙ୍କୁ ବିବାହ କରିବେ ସବ୍ୟସାଚୀ । ଆସନ୍ତାକାଲି ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଓଲିଉଡର ଏହି ହିଟ୍ ଯୋଡି । ଏନେଇ ସେମାନେ ସୋସିଆଲ ମିଡିଆରେ ପ୍ରକାଶ କରିଛନ୍ତି । ଏବଂ ପ୍ରଶଂସକଙ୍କର ଶୁଭେଚ୍ଛା କାମନା କରିଛନ୍ତି । ପୂର୍ବରୁ ସେମାନଙ୍କର ନିର୍ବନ୍ଧ ସରିଛି । ଆସନ୍ତାକାଲି ରାଜସ୍ଥାନର ଏକ ବିଳାସପୂର୍ଣ୍ଣ ସ୍ଥାନରେ ସବ୍ୟସାଚୀ ମିଶ୍ର ଏବଂ ଅର୍ଚ୍ଚିତା ସାହୁଙ୍କର ବାହାଘର ହେବ ବୋଲି ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here