ଗ୍ୟାଙ୍ଗଷ୍ଟାର ହାଇଦର ଫେରାର ଘଟଣାରେ ନିଆଯାଇଛି କାର୍ଯ୍ୟାନୁଷ୍ଠାନ । ସୁରକ୍ଷା ଦାୟିତ୍ୱରେ ଥିବା ୬ ପୋଲିସ କର୍ମଚାରୀଙ୍କୁ ସସପେଣ୍ଡ କରାଯାଇଛି । ବିଭାଗୀୟ ତଦନ୍ତ ପରେ ଜଣେ ହାବିଲଦାର ଓ ୫ କନେଷ୍ଟବଳ ନିଲମ୍ବିତ ହୋଇଛନ୍ତି । ହାବିଲଦାର ରମେଶ ଚନ୍ଦ୍ର ଦେହୁରୀ, କନେଷ୍ଟବଲ ବୁଲବୁଲ ସାହୁ, କନେଷ୍ଟବଳ ଦୀପକ ସାହୁ, ମହମ୍ମଦ ମୌସିମ୍‌, ଉମାକାନ୍ତ ବେହେରା, ସୁଧାଂଶୁ ମାଝୀଙ୍କୁ ସସପେଣ୍ଡ କରାଯାଇଛି । କାର୍ଯ୍ୟାନୁଷ୍ଠାନ ନେଇ ସମ୍ବଲପୁର ଏସପି ଏହି ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here