ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରଥମ ଥର ପାଇଁ ଜଗତସିଂହପୁର ଜିଲ୍ଲାରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କରୋନା ମୁକ୍ତ ହୋଇଥିବା କେନ୍ଦ୍ରାପଡାରୁ ମଧ୍ୟ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୫ରେ ପହଁଞ୍ଚିଲା । ତେବେ କରୋନାରେ ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ବ୍ୟକ୍ତି ଜଣକ ଭୁବନେଶ୍ୱର ମଧୂସୁଦନ ନଗରର । କରୋନା ମୃତ୍ୟୁ ସଂଖ୍ୟା ୨

LEAVE A REPLY

Please enter your comment!
Please enter your name here