ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟରେ ୨୪ ଘଣ୍ଟାରେ ୩୯୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି-୪୩, ନୂଆପଡା-୪୦, ବରଗଡ-୩୪, ସୁନ୍ଦରଗଡ-୩୧, କଟକ-୨୭, ଅନୁଗୁଳ-୨୪, ମୟୂରଭଞ୍ଜ-୧୯, ଷ୍ଟେଟ୍‌ପୁଲରୁ ୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁର-୧୪, ପୁରୀ-୧୨, ବଲାଙ୍ଗୀର ଜିଲ୍ଲାରୁ ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here