ପୁରୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ପୁରୀ ବଳିଆପଣ୍ଡା ଅଞ୍ଚଳରେ ପଶ୍ଚିମବଙ୍ଗ ଭବନ ପାଇଁ ଜାଗା ଦେଖିବା ପରେ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି ମମତା । ମମତାଙ୍କ ଜାଗା ଦେଖାଇଛନ୍ତି ମୁଖ୍ୟ ସଚିବ ପ୍ରଦୀପ ଜେନା । ପଶ୍ଚିମବଙ୍ଗରୁ ଆସୁଥିବା ଦର୍ଶନାର୍ଥୀଙ୍କ ପାଇଁ ହେବ ଅତିଥି ଭବନ । ସ୍ୱଳ୍ପ ଖର୍ଚ୍ଚରେ ଅତିଥି ଭବନରେ ରହିପାରିବେ ବଙ୍ଗୀୟ ପର୍ଯ୍ୟଟକ ।

LEAVE A REPLY

Please enter your comment!
Please enter your name here