ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ଖାରଜ କଲେ ଭୁବନେଶ୍ବର SDJM କୋର୍ଟ । ଆକାଶ ପାଠକଙ୍କ ଠକେଇରେ ସଂପୃକ୍ତି ଅଭିଯୋଗରେ ଗିରଫ ହୋଇଥିଲେ । ଝାରପଡ଼ା ଜେଲ୍‌କୁ ଗଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ । ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ଗଲେ ପ୍ରଦୀପ

LEAVE A REPLY

Please enter your comment!
Please enter your name here