ଆକାଶମାର୍ଗରୁ ତିତଲି ପ୍ରଭାବିତ ଅଞ୍ଚଳ ଅନୁଧ୍ୟାନ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ଷତିଗ୍ରସ୍ତ ଲୋକଙ୍କ ପାଖରେ ରିଲିଫ ପହଞ୍ଚାଇବା ଉପରେ ଗୁରୁତ୍ବ  ଦେଇଛନ୍ତି. ବାତ୍ୟା ଓ ବନ୍ୟାଜନିତ କ୍ଷତିଗ୍ରସ୍ତ ଅଞ୍ଚଳର ପୁନରୁଦ୍ଧାର ଯୁଦ୍ଧକାଳୀନ ଭିତ୍ତିରେ କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି. ପ୍ରଭାବିତ ଲୋକଙ୍କୁ ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି.

LEAVE A REPLY

Please enter your comment!
Please enter your name here