ରାଜଧାନୀ ଦିଲ୍ଲୀରୁ ନୂଆ ୧୦ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୪୦ ଲୋକଙ୍କର ଜିନୋମ ସ୍ୱିକେସିଂ ପାଇଁ ପଠାଯାଇଥିଲା । ଏଥିରୁ ୧୦ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିଲ୍ଲୀରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଁଞ୍ଚିଛି । ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୯୭ରେ ପହଁଞ୍ଚିଛି । ମହାରାଷ୍ଟ୍ରରେ ସର୍ବାଧିକ ୩୨ ଓିମକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ରାଜସ୍ଥାନରୁ ୧୭ଟି ଓମିକ୍ରନ ମାମଲା ସାମ୍ନାକୁ ଆସିଛି ।

LEAVE A REPLY

Please enter your comment!
Please enter your name here