ରାଜଧାନୀ ଦିଲ୍ଲୀରେ ଦ୍ରୁତ ବେଗରେ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେ ନିଜେ ଟୁଇଟ କରି ଏହି ସୂଚନା ଦେଇଛନ୍ତି । କରୋନାର ସାମାନ୍ୟ ଲକ୍ଷଣ ଦେଖାଯିବା ପରେ ନିଜ ଘରେ କ୍ୱାରେଣ୍ଟିନରେ ରହି ଚିକିତ୍ସିତ ହେଉଛନ୍ତି କେଜ୍ରିୱାଲ । ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ସେ କୋଭିଡ ପରୀକ୍ଷା କରାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନାଅନୁସାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସୋମବାର ଡେରାଡୁନ ରାଲିରେ ସାମିଲ ଥିଲେ ।

LEAVE A REPLY

Please enter your comment!
Please enter your name here