ହାଇକୋର୍ଟରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ମାମଲା । ହାଇକୋର୍ଟରେ ସତ୍ୟପାଠ ଦାଖଲ କଲେ ରାଜ୍ୟ ସରକାର । ୧, ୨,୩, ୪ ନମ୍ବର ପାଇଁ ଆଉ ମାସେ ସମୟସୀମା ବୃଦ୍ଧି । ଡିସେମ୍ବର ୩୧ ଯାଏଁ ସମୟ ବୃଦ୍ଧି ନେଇ ସତ୍ୟପାଠରେ ଉଲ୍ଲେଖ । ବୁକିଂ ହୋଇଥିଲେ କୌଣସି କାର୍ଯ୍ୟାନୁଷ୍ଠାନ ହେବନି ବୋଲି ସତ୍ୟପାଠରେ ଦର୍ଶାଇଛନ୍ତି ରାଜ୍ୟ ସରକାର । ସରକାରଙ୍କ ସତ୍ୟପାଠ ପରେ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ ।

LEAVE A REPLY

Please enter your comment!
Please enter your name here