ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ସଂସଦ ଭବନ ଆସି ନାମାଙ୍କନପତ୍ର ଦାଖଲ କରିଛନ୍ତି । ବରିଷ୍ଠ ନେତାଙ୍କ ଗହଣରେ ନାମାଙ୍କନ ଦାଖଲ କରିଛନ୍ତି ଦ୍ରୌପଦୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବିଜେପି ସଭାପତି ଜେପି ନଡ୍ଡା ଉପସ୍ଥିତ ଥିଲେ । ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା ସହଯୋଗୀ ଦଳର ନେତା ମଧ୍ୟ ଉପସ୍ଥିତ ରହିଥିଲେ ।

LEAVE A REPLY

Please enter your comment!
Please enter your name here