ବରିଷ୍ଠ କମ୍ୟୁନିଷ୍ଟ ନେତା ତଥା ଛତ୍ରପୁରର ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀଙ୍କୁ ଆଜୀବନ ଜେଲଦଣ୍ଡ । 1998 ରେ ଆରଆଇ ହତ୍ୟାକାଣ୍ଡ ମାମଲାରେ ଏଡିଜେ-3 ନାରାୟଣ ରେଡ୍ଡୀଙ୍କ ସମେତ 14 ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here