୧୯୮୬ ବ୍ୟାଚର ଆଇଏଏସ ଅଫିସର ଅସିତ ତ୍ରିପାଠୀଙ୍କୁ ରାଜ୍ୟ ସରକାର ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି । ସେହିପରି ସୁରେଶ ମହାପାତ୍ରଙ୍କ ଉନ୍ନୟନ କମିଶନର ଭାବେ ନିଯୁକ୍ତି ଦିଆଯାଇଛି । ଏହାସହ ସେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟକାରୀ ଅଧକ୍ଷ୍ୟଭାବେ କାର୍ଯ୍ୟ କରିବେ । ପ୍ରଦୀପ୍ତ ମହାପାତ୍ରଙ୍କୁ କୃଷି ଉତ୍ପାଦ କମିଶନର ଭାବେ ନିଯୁକ୍ତି ଦିଆଯାଇଛି । କି୍ରଷନ କୁମାରଙ୍କୁ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ଏବଂ ଆର ବାଲକ୍ରିଷ୍ଣନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଛି । ଏହା ନୂଆ ନିଯୁକ୍ତି ଆସନ୍ତା ୧୯ ତାରିଖରୁ କାର୍ଯ୍ୟକାରୀ ହେବ ।

LEAVE A REPLY

Please enter your comment!
Please enter your name here