ପାକିସ୍ତାନ ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶରଫଙ୍କ ପରଲୋକ । ଦୁବାଇର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା । ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ ମୁଶରଫ ।

LEAVE A REPLY

Please enter your comment!
Please enter your name here