ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ନେଇ କାଲି ସୁପ୍ରିମକୋର୍ଟରେ ଶୁଣାଣି ହେବ । କାଲି ଦିନ ୧୧ଟାରେ ଜଣିକିଆ ବେଞ୍ଚରେ ହେବ ଶୁଣାଣି । ଜଷ୍ଟିସ୍ ଏସ୍‌, ରବିନ୍ଦ୍ର ଭଟ୍ଟଙ୍କ କୋର୍ଟରେ ହେବ ଶୁଣାଣି । ଭିସି ମାଧ୍ୟମରେ ଭର୍ଚୁଆଲ କୋର୍ଟ ନମ୍ବର-୩ରେ ହେବ ଶୁଣାଣି । ରଥଯାତ୍ରା ପୁନର୍ବିଚାର ପାଇଁ ଏକାଧିକ ପିଟିସନ ଦାୟର ହୋଇଛି ।

LEAVE A REPLY

Please enter your comment!
Please enter your name here