ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ପ୍ରକୃତି ମିଶ୍ର । ଦେଇଥିବା ଏତଲା ଉପରେ କାର୍ଯ୍ୟାନୁଷ୍ଠାନ ହେଉ ନଥିବାରୁ ପ୍ରକୃତି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଉନାହିଁ ବୋଲି ସେ ଅଭିଯୋଗ କରିଛନ୍ତି । ବାବୁସାନଙ୍କ ପତ୍ନୀ ତୃପ୍ତି ଓ ଶ୍ୱଶୁରଙ୍କ ନାଁରେ ସେ ଏତଲା କରିଥିଲେ । ତାଙ୍କ ଉପରେ ହୋଇଥିବା ଆକ୍ରମଣ ପାଇଁ ସେ ଏତଲା କରିଥିଲେ ।

LEAVE A REPLY

Please enter your comment!
Please enter your name here