ଅମିତ ଶାହ -ଗୃହ ମନ୍ତ୍ରୀ

ରାଜନାଥ ସିଂହ – ପ୍ରତିରକ୍ଷା ମନ୍ତ୍ରୀ

ନିର୍ମଳା ସୀତାରମଣ – ଅର୍ଥମନ୍ତ୍ରୀ

ଏସ୍‌ ଜୟଶଙ୍କର – ବୈଦେଶିକ ବ୍ୟାପାର ମନ୍ତ୍ରୀ

ନୀତୀନ ଗଡ଼କରୀ – ସଡ଼କ ପରିବହନ, ରାଜପଥ, MSM ମନ୍ତ୍ରୀ

ଡିଭି ସଦାନନ୍ଦ ଗୌଡ଼ା – ସାର ଓ ରସାୟନ ମନ୍ତ୍ରୀ

ରାମବିଳାସ ପାଶ୍ୱାନ – ଖାଦ୍ୟ ଯୋଗାଣ ମନ୍ତ୍ରୀ

ନରେନ୍ଦ୍ର ସିଂ ତୋମାର – କୃଷି, ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ମନ୍ତ୍ରୀ

ରବି ଶଙ୍କର ପ୍ରସାଦ- ଆଇନ, ଯୋଗାଯୋଗ, ସୂଚନା ପ୍ରଯୁକ୍ତି ମନ୍ତ୍ରୀ

ହର୍ସିମିରତ କୌର ବାଦଲ- ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରୀ

ଥାୱରଚନ୍ଦ ଗେହଲଟ – ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରୀ

ରମେଶ ପୋଖରି‌ଆଲ ନିଶଙ୍କ- ମାନବ ସମ୍ବଳ ବିକାଶ ମନ୍ତ୍ରୀ

ଅର୍ଜୁନ ମୁଣ୍ଡା – ଆଦିବାସୀ ବ୍ୟାପାର ମନ୍ତ୍ରୀ

ସ୍ମୃତି ଇରାନୀ – ମହିଳା ଓ ଶିଶୁ ବିକାଶ, ବୟନଶିଳ୍ପ ମନ୍ତ୍ରୀ

ଡ. ହର୍ଷବର୍ଦ୍ଧନ -ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ

ଧର୍ମେନ୍ଦ୍ର ପ୍ରଧାନ- ପେଟ୍ରୋଲିୟମ, ଇସ୍ପାତ ମନ୍ତ୍ରୀ

ପୀୟୂଷ ଗୋଏଲ – ରେଳ, ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ

ମୁକ୍ତାର ଆବାସ ନକଭି- ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ

ପ୍ରହ୍ଲାଦ ଯୋଶୀ- ସଂସଦୀୟ ବ୍ୟାପାର, କୋଇଲା ଏବଂ ଖଣି ମନ୍ତ୍ରୀ

ମହେନ୍ଦ୍ର ନାଥ ପାଣ୍ଡେ-  ଦକ୍ଷତା ବିକାଶ ଏବଂ ଉଦ୍ୟୋଗୀକରଣ ମନ୍ତ୍ରୀ

ଅରବିନ୍ଦ ସାୱନ୍ତ – ଭାରି ଶିଳ୍ପ ଏବଂ ସାଧାରଣ ଉଦ୍ୟୋଗ ମନ୍ତ୍ରୀ

ଗିରିରାଜ ସିଂହ- ପ୍ରାଣୀ ସଂପଦ ଏବଂ ମତ୍ସ୍ୟ ସମ୍ପଦ ମନ୍ତ୍ରୀ

ଗଜେନ୍ଦ୍ର ସିଂ ଶେଖାୱତ – ଜଳ ଶକ୍ତି ମନ୍ତ୍ରୀ

ରାଷ୍ଟ୍ରମନ୍ତ୍ରୀ(ସ୍ୱାଧୀନ ଦାୟିତ୍ୱ)

ସନ୍ତୋଷ ଗଙ୍ଗୱାର – ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ

ରାଓ ଇନ୍ଦ୍ରଜିତ ସିଂହ- ପରିସଂଖ୍ୟାନ ଓ କାର୍ଯ୍ୟାନ୍ୱୟନ ଯୋଜନା ମନ୍ତ୍ରୀ

ଶ୍ରୀପଦ  ନାଏକ- ପ୍ରତିରକ୍ଷା, ଆୟୁର୍ବେଦ, ଯୋଗ, ହୋମିଓପାଥି ମନ୍ତ୍ରୀ

ଜିତେନ୍ଦ୍ର ସିଂହ – PMO, ଉତ୍ତରପୂର୍ବାଞ୍ଚଳ ଉନ୍ନୟନ, ପରମାଣୁ ଶକ୍ତି ମନ୍ତ୍ରୀ

କିରେନ ରିଜିଜୁ – ଯୁବ ବ୍ୟାପାର ଏବଂ କ୍ରୀଡ଼ା, ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ

ପ୍ରହଲ୍ଲାଦ ସିଂ ପଟେଲ- ସଂସ୍କୃତି, ପର୍ଯ୍ୟଟନ ମନ୍ତ୍ରୀ

ରାଜକୁମାର ସିଂହ – ଶକ୍ତି, ଅକ୍ଷୟ ଶକ୍ତି, ଦକ୍ଷତା ବିକାଶ ମନ୍ତ୍ରୀ

ହରଦୀପ ସିଂ ପୁରୀ – ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ମନ୍ତ୍ରୀ

ହରଦୀପ ସିଂହ ପୁରୀ-  ବେସାମରିକ ବିମାନ ଚଳାଚଳ, ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ

ମନସୁଖଲାଲ ମାଣ୍ଡଭିୟ- ଜାହାଜ ଚଳାଚଳ, ସାର ଓ ରସାୟନ ମନ୍ତ୍ରୀ

ରାଷ୍ଟ୍ରମନ୍ତ୍ରୀ

ଫଗନ ସିଂ କୁଲସ୍ତେ – ଇସ୍ପାତ ମନ୍ତ୍ରୀ

ଅଶ୍ୱିନୀ କୁମାର ଚୌବେ – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ

ଅର୍ଜୁନ ରାମ ମେଘୱାଲ – ସଂସଦୀୟ ବ୍ୟାପାର, ଭାରିଶିଳ୍ପ ମନ୍ତ୍ରୀ

ଜେନେରାଲ ଭିକେ ସିଂହ – ପରିବହନ ଓ ରାଜପଥ ମନ୍ତ୍ରୀ

କ୍ରୀଷ୍ଣନପାଲ୍ ଗୁର୍ଜର – ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରୀ

ଦାନଭେ ରାଓସାହେବ ଦାଦାରାଓ- ଖାଦ୍ୟ ଯୋଗାଣ ମନ୍ତ୍ରୀ

ଜି. କିଶନ ରେଡ୍ଡୀ – ଗୃହ ମନ୍ତ୍ରୀ

ପରଷୋତ୍ତମ ରୁପାଲା- କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ

ରାମଦାସ ଆଠୱାଲେ -ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରୀ

ସାଧ୍ୱୀ ନିରଞ୍ଜନ ଜ୍ୟୋତି – ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ

ବାବୁଲ ସୁପ୍ରିଓ – ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ

ସଂଜୀବ ବାଲିଆନ – ପ୍ରାଣୀ ସଂପଦ, ଗୋପାଳନ ଓ ମତ୍ସ୍ୟ ସଂପଦ ମନ୍ତ୍ରୀ

ଧୋତ୍ରେ ସଂଜୟ ସାମରାଓ – ମାନବ ସମ୍ବଳ ବିକାଶ, ଯୋଗାଯୋଗ ମନ୍ତ୍ରୀ

ଅନୁରାଗ ଠାକୁର –  ଅର୍ଥ, କର୍ପୋରେଟ ବ୍ୟାପାର ମନ୍ତ୍ରୀ

ସୁରେଶ ଅଙ୍ଗାଡ଼ି – ରେଳ ମନ୍ତ୍ରୀ

ନିତ୍ୟାନନ୍ଦ ରାୟ – ଗୃହ ମନ୍ତ୍ରୀ

ରତନ ଲାଲ କାଟାରିଆ – ଜଳ ଶକ୍ତି, ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରୀ

ଭି. ମୁରଲୀଧରନ – ବୈଦେଶିକ ବ୍ୟାପାର, ସଂସଦୀୟ ବ୍ୟାପାର ମନ୍ତ୍ରୀ

ରେଣୁକା ସିଂହ ସାରୁତା – ଆଦିବାସୀ ବ୍ୟାପାର ମନ୍ତ୍ରୀ

ସୋମ ପ୍ରକାଶ – ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ

ରାମେଶ୍ୱର ତେଲି ହେଲେ – ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରୀ

ପ୍ରତାପ ଷଡ଼ଙ୍ଗୀ – MSME, ପ୍ରାଣୀ ଓ ଗୋ , ମତ୍ସ୍ୟ ସଂପଦ ମନ୍ତ୍ରୀ

କୈଳାସ ଚୌଧୁରୀ- କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ

ଦେବଶ୍ରୀ ଚୌଧୁରୀ – ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ

LEAVE A REPLY

Please enter your comment!
Please enter your name here