୨୩ ଘଣ୍ଟାର ମାରାଥନ ରେଡ ପରେ ଭିଜିଲାନ୍ସ ପକ୍ଷରୁ ସୂଚନା । ପ୍ରଦୀପଙ୍କ ଘରୁ ୧୪୪୦ ଗ୍ରାମ ସୁନା ଜବତ । ସବ୍ୟସାଚୀ ବ୍ରାଣ୍ଡର ୨୪ ଲକ୍ଷ ୨୫ ହଜାର ଟଙ୍କାର ହାର ଜବତ । ପ୍ରଦୀପଙ୍କ ସମ୍ପତ୍ତି ବାଜ୍ୟାପ୍ତି ନେଇ ପଦକ୍ଷେପ ନିଆଯାଉଛି । ବ୍ୟାଙ୍କ ଆକାଉଣ୍ଟ ଗୁଡିକୁ ଫ୍ରିଜ୍ କରିବାକୁ ପଦକ୍ଷେପ ନିଆଯାଇଥିବା ସୂଚନା । ଗୁରୁତ୍ତ୍ୱପୂର୍ଣ୍ଣ କାଗଜ ଜବତ ହୋଇଛି ।

LEAVE A REPLY

Please enter your comment!
Please enter your name here