ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀଭାବେ ଘୋଷଣା କଲା ବିଜେପି । ବ୍ରଜରାଜନଗରର ପୂର୍ବତନ ବିଧାୟିକା ହେଉଛନ୍ତି ରାଧାରାଣୀ ପଣ୍ଡା । ତେବେ ବିଜେଡି କାହାକୁ ପ୍ରାର୍ଥୀ କରିବ ଏବଂ କଂଗ୍ରେସରୁ କିଏ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇବେ ତାକୁ ଚର୍ଚ୍ଚା ଜୋର ଧରିଛି ।

LEAVE A REPLY

Please enter your comment!
Please enter your name here