ବଙ୍ଗୋପସାଗରରେ ପୁଣି ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ସୂଚନା । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ଆଜି ସକାଳେ ସୃଷ୍ଟି ହୋଇଛି । ଆଇଏମଡି ଏନେଇ ସୂଚନା ଦେଇଛି । ୧୯ ତାରିଖ ସୁଦ୍ଧା ଲଘୁଚାପଟି ଅବପାତରେ ପରିଣତ ହେବାର ଆକଳନ କରାଯାଉଛି । ତେବେ ଓଡିଶା ଉପରେ ଲଘୁଚାପର କଣ ପ୍ରଭାବ ରହିବ ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନି ।

LEAVE A REPLY

Please enter your comment!
Please enter your name here