ବିଧାନସଭା ବାଚସ୍ପତି ଭାବେ ବିକ୍ରମ କେଶରୀ ଆରୁଖ ନିର୍ବାଚିତ । ସ୍ୱତନ୍ତ୍ର ଅଧିବେଶନରେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହେଲେ ଆରୁଖ । ବାଚନିକ ଭୋଟ ପରେ ନୂଆ ବାଚସ୍ପତିଙ୍କ ନାଁ ଘୋଷଣା କରାଯାଇଛି । ବିକ୍ରମ କେଶରୀ ଆରୁଖଙ୍କ ନାଁ ପ୍ରସ୍ତାବ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭଞ୍ଚନଗରରୁ ୬ ଥର ବିଧାୟକ ହୋଇଥିଲେ ଆରୁଖ ।

LEAVE A REPLY

Please enter your comment!
Please enter your name here