ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସଅଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଆଗାମୀ ୨୪ ଗଣ୍ଟାରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡିଶା ଏବଂ ତ୍ତଉତ୍ତର ଆନ୍ଧ୍ର ଉପକୂଳ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୪,୧୫, ୧୬ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ଦେଇଛନ୍ତି ଆଇଏମଡି ଡିଜି । ଅଳ୍ପ କେତେକ ସ୍ଥାନରେ ବଡ ବର୍ଷା ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here