ବାତ୍ୟାକୁ ଦୃଷ୍ଟିରେ ରଖି ସରକାରୀ କର୍ମଚାରୀଙ୍କ ଛୁଟିକୁ ବାତିଲ କରାଯାଇଛି । ଆସନ୍ତା ରବିବାର ସାପ୍ତାହିକ ଛୁଟିକୁ ବାତିଲ କରିଛନ୍ତି ରାଜ୍ୟ ସରକାର । ସମସ୍ତ କର୍ମଚାରୀ ନିଜ ନିଜର ହେଡକ୍ୱାର୍ଟର୍ସରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଛୁଟିରେ ଥିବା କର୍ମଚାରୀ ଛୁଟି ବାତିଲ କରି ଫେରିଆସିବାକୁ ନିର୍ଦ୍ଦେଶ ଦିଆଯାଇଛି । ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here