ଟିଟିଲାଗଡର ପୂର୍ବତନ କଂଗ୍ରେସ ବିଧାୟକ ଆଜି ବିଜେଡିରେ ସାମିଲ ହୋଇଛନ୍ତି । ଗତକାଲି ସେ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ । ଆଜି ଶଙ୍ଖ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ବିଜେଡିରେ ସାମିଲ ହୋଇଛନ୍ତି । ମିଶ୍ରଣ ପର୍ବରେ ବିଜେଡିର ଟୁକୁନି ସାହୁ, ସସ୍ମିତ ପାତ୍ର ଓ ଅଧିରାଜ ପାଣିଗ୍ରାହୀ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here