ପଦ୍ମପୁର ଉପନିର୍ବାଚନ ଭୋଟ ଗଣତି ଜାରି ରହିଛି । ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ଆଗରେ ରହିଛନ୍ତି । ଚତୁର୍ଥ ରାଉଣ୍ଡ ସୁଦ୍ଧା ୮୧୭୮ ଖଣ୍ଡ ଭୋଟରେ ଆଗୁଆ । ପଦ୍ମପୁର ଉପନିର୍ବାଚନ ପାଇଁ ୫ ତାରିଖରେ ଭୋଟ ଗ୍ରହଣ ହୋଇଥିଲା। ରେକର୍ଡ ୮୧.୨୯ ପ୍ରତିଶତ ମତଦାନ ହୋଇଥିଲା। ବିଜେଡିରୁ ବର୍ଷା ସିଂ ବରିହା ପ୍ରାର୍ଥୀ ହୋଇଥିବା ବେଳେ ବିଜେପିରୁ ପ୍ରଦୀପ ପୁରୋହିତ ଓ କଂଗ୍ରେସରୁ ସତ୍ୟ ଭୂଷଣ ସାହୁ ପ୍ରାର୍ଥୀ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here