ବ୍ରଜରାଜନଗର ବିଧାନସଭା ଉପନିର୍ବାଚନରେ ବିଜେଡିର ବାଜିମାତ । 65 ହଜାରରୁ ଅଧିକ ଭୋଟରେ ନିର୍ବାଚନ ଜିତିଲେ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ହରାଇ ନିର୍ବାଚନ ଜିତିଛନ୍ତି । ବିଜେପି ପ୍ରାର୍ଥୀ ତଥା ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ତୃତୀୟ ସ୍ଥାନରେ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here