ଏସିଆନ ଗେମ୍ସରେ ଭାରତକୁ ମିଳିଲା ଆଉ ଏକ ସ୍ୱର୍ଣ୍ଣ। ଫ୍ରିଷ୍ଟାଇଲ ୫୦ କେଜି ବର୍ଗରେ ଭିନେଶ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। କୁସ୍ତିରେ ଭିନେଶ ଫୋଗଟ୍ ଏହି ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ଭାରତର ସ୍ୱର୍ଣ୍ଣ ପଦକ ସଂଖ୍ୟା ୨କୁ ବୃଦ୍ଧି ପାଇଛି।

LEAVE A REPLY

Please enter your comment!
Please enter your name here