ହାଇକୋର୍ଟ ଗଲା ଶିକ୍ଷୟିତ୍ରୀ ମମିତା ମେହେର ମୃତ୍ୟୁ ମାମଲା । ମାମଲାର ସିବିଆଇ ତଦନ୍ତ ଦାବିରେ ଜନସ୍ୱାର୍ଥ ମାମଲା ଦାଏର । ଭାରତୀୟ ବିକାଶ ପରିଷଦ ପକ୍ଷରୁ ଦାୟର ହେଲା ମାମଲା । ପୀଡିତାଙ୍କ ପରିବାରକୁ ୫୦ ଲକ୍ଷ କ୍ଷତିପୂରଣ ଓ ସିବିଆଇ ତଦନ୍ତ ଦାବି । ମାମଲାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗକୁ ପକ୍ଷଭୁକ୍ତ ।

LEAVE A REPLY

Please enter your comment!
Please enter your name here