ଭୁବନେଶ୍ୱରର କେଶରୀ ମଲରେ ପୁଣି ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡ ଯୋଗୁଁ ପୁରା ମଲ୍ ଧୁଆଁମୟ ହୋଇଯାଇଛି । ଖବର ପାଇ ଅଗ୍ନିଶମ ବିଭାଗ ପକ୍ଷରୁ ନିଆଁ ଲିଭା କାର୍ଯ୍ୟ ଜାରି ରହିଥିଲା । ପ୍ରଥମ ଓ ଦ୍ୱିତୀୟ ମହଲାରେ ଲାଗିଥିଲା ନିଆଁ । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବାବେଳେ କୁହଯାଉଛି ସର୍ଟ ସର୍କିଟ୍ ପାଇଁ ନିଆଁ ଲାଗିଥିଲା । ଘଟଣାସ୍ଥଳରେ ପହଁଞ୍ଚି ସ୍ଥିତି ଯାଞ୍ଚ କଲେ ଭୁବନେଶ୍ୱର ମେୟର ସୁଲୋଚନା ଦାସ ।

LEAVE A REPLY

Please enter your comment!
Please enter your name here