ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ହେବେ ଭୂପେନ୍ଦ୍ର ପଟେଲ । ବିଧାୟକ ଦଳ ବୈଠକରେ ଭୂପେନ୍ଦ୍ରଙ୍କୁ ନେତା ଭାବେ ନିର୍ବାଚିତ କରାଯାଇଛି । ଗତକାଲି ବିଜୟ ରୂପାଣୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ଆସନ୍ତାବର୍ଷ ଗୁଜରାଟରେ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ତା ପୂର୍ବରୁ ବିଜେପି ନିର୍ବାଚନ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଦେଇଛି । ଦଳର ସୁପ୍ରିମୋ ଭୂପେନ୍ଦ୍ର ପଟେଲଙ୍କୁ ନୂଆ ଦାୟିତ୍ବ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here