ମହଙ୍ଗା ଭତ୍ତା ବଢାଇଲେ ରାଜ୍ୟ ସରକାର । ୩ ପ୍ରତିଶତ ମହଙ୍ଗା ଭତ୍ତା ବଢାଇଲେ ରାଜ୍ୟ ସରକାର । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ %ରୁ ୩୪ % କୁ ବୃଦ୍ଧି କରାଯାଇଛି । ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜାନୁଆରୀ ପହିଲାରୁ ଲାଗୁ ହେବ । ଏ ମାସ ଦରମାରେ ବର୍ଦ୍ଧିତ ପାଇବେ କର୍ମଚାରୀ ଓ ପେନସନ ଭୋଗୀ । ୪ ଲକ୍ଷ କର୍ମଚାରୀ , ୩.୫ ଲକ୍ଷ ପେନସନ ଭୋଗୀ ଉପକୃତ ହେବେ ।

LEAVE A REPLY

Please enter your comment!
Please enter your name here