ମାର୍ଚ୍ଚ 10 ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ବୋର୍ଡ କର୍ତ୍ତୃପକ୍ଷ ଏହି ସୂଚନା ଦେଇଛନ୍ତି । ମାର୍ଚ୍ଚ 10 ତାରିଖରୁ ପରୀକ୍ଷା ଆରମ୍ଭ ହୋଇ 17 ତାରିଖ ପର୍ଯ୍ୟନ୍ତ ଚାଲିବ । ମଧ୍ୟମା ଏବଂ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ 10 ରୁ 17 ପର୍ଯ୍ୟନ୍ତ ହେବ । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ଏହି ସୂଚନା ଦେଇଛନ୍ତି ।

ସେହିପରି ଫେବୃଆରୀ 20 ରୁ 25 ପର୍ଯ୍ୟନ୍ତ ନବମ ଶ୍ରେଣୀ ପରୀକ୍ଷା ହେବ ।

LEAVE A REPLY

Please enter your comment!
Please enter your name here