Home Big Story ମୁଖ୍ୟମନ୍ତ୍ରୀଙ୍କ କୋରାପୁଟ ଓ ନବରଙ୍ଗପୁର ଗସ୍ତ Big StoryTrending News ମୁଖ୍ୟମନ୍ତ୍ରୀଙ୍କ କୋରାପୁଟ ଓ ନବରଙ୍ଗପୁର ଗସ୍ତ By Takshak Bureau - February 5, 2019 265 0 Facebook Twitter Google+ Pinterest WhatsApp ମଙ୍ଗଳବାର କୋରାପୁଟ ନବରଙ୍ଗପୁର ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବରଙ୍ଗପୁରରେ ୧୦୯୭ କୋଟି ଟଙ୍କା ବ୍ୟୟରେ ୧୬ଟି ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ।ଉମରକୋଟରେ ଆୟୋଜିତ ସମାବେଶରେ ଉଦବୋଧନ ଦେଇ କେନ୍ଦ୍ର ଉପରେ ଖୁବ୍ ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ । କେନ୍ଦ୍ରର ଅବହେଳା ନେଇ ସମାଲୋଚନା ମଧ୍ୟ କରିଛନ୍ତି । କେନ୍ଦ୍ର ସରକାର କେବିକେ ଅନୁଦାନ ବନ୍ଦ କରିଥିବାବେଳେ ବିଜେଡି ସରକାର କେବିକେ ଅଞ୍ଚଳ ପାଇଁ ବିଜୁ କେବିକେ ଯୋଜନା ଚାଲୁ ରଖିଛି ବୋଲି ନବୀନ କହିଛନ୍ତି । ଅନ୍ୟପଟେ କୋରାପୁଟ ଜୟପୁରରେ ବିଜେଡ଼ିର ଯୁବ ସମାବେଶରେ ମଧ୍ୟ ନବୀନ ଯୋଗ ଦେଇଛନ୍ତି । ବିଜୁ ଯୁବ ବାହିନୀ ପକ୍ଷରୁ ଆଂଚଳିକ ସମାବେଶରେ ଉଦବୋଧନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କୋରାପୁଟରେ ୧୧ଶହ ୩୬ ଦଶମିକ ୪୧ କୋଟି ଟଙ୍କା ମୁଲ୍ୟର ୩୧ଟି ଜନହିତକାରୀ ପ୍ରକଳ୍ପର ଉଦଘାଟନ କରିଛନ୍ତି ନବୀନ । RELATED ARTICLESMORE FROM AUTHOR News ଲାଞ୍ଚ ନେଇ ଧରାପଡ଼ିଲେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ସୀତାକାନ୍ତ ରଣା National ନିଟ୍ ପେପର ଲିକ୍ ମାମଲା: ତ୍ୱରିତ ଶୁଣାଣିକୁ ସୁପ୍ରିମକୋର୍ଟର ନା Big Story ଆତଙ୍କବାଦୀ ଆକ୍ରମଣରେ କନଷ୍ଟେବଳ ସହିଦ LEAVE A REPLY Cancel reply Please enter your comment! Please enter your name here You have entered an incorrect email address! Please enter your email address here Save my name, email, and website in this browser for the next time I comment. - Advertisement - Latest article ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ Takshak Bureau - July 22, 2026 0 ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା... cw-check-https://test.com/ Takshak Bureau - July 21, 2026 0 cw-check https://test.com Coronavirus disease 2019 Takshak Bureau - July 21, 2026 0 COVID-19 is a contagious disease caused by the coronavirus SARS-CoV-2. In January 2020, the disease spread worldwide, resulting in the COVID-19 pandemic. The symptoms of...