ହୀରାକୁଦ ବିସ୍ଥାପିତଙ୍କ ପାଇଁ ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଝାରସୁଗୁଡାରେ ବିଏସକେୱାଇ କାର୍ଡ ବଣ୍ଟନରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ହୀରାକୁଦ ବନ୍ଧ ବିସ୍ଥାପିତଙ୍କୁ ଘରଡିହ ଜମି ଯୋଗାଇବାକୁ ପ୍ରତିଶ୍ରୁତି ଦେଇଛନ୍ତି ନବୀନ । ୨ ହଜାର ବିସ୍ଥାପିତ ପରିବାରକୁ ଘରଡିହ ଜମି ଯୋଗାଇ ଦିଆଯିବ ।

LEAVE A REPLY

Please enter your comment!
Please enter your name here