ଯଶୱନ୍ତ ସିହ୍ନା ହେବେ ମିଳିତ ବିରୋଧୀ ଦଳ ରାଷ୍ଟ୍ରପତି ପ୍ରାର୍ଥୀ । ମିଳିତ ବିରୋଧୀ ଦଳ ବୈଠକରେ ସିହ୍ନାଙ୍କ ନାଁ ଚୂଡାନ୍ତ କରାଯାଇଛି । ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ୍ ଖାର୍ଗେ ଘୋଷଣା କରିଛନ୍ତି । ଏନସିପି ସୁପ୍ରିମୋ ଶରଦ ପାୱାରଙ୍କ ଉପସ୍ଥିତିରେ ଖାର୍ଗେ ଏହି ଘୋଷଣା କରିଛନ୍ତି । ଆଜି ଟିଏମସିରୁ ଇସ୍ତଫା ଦେଇଥିଲେ ଯଶୱନ୍ତ ସିହ୍ନା ।
୨୦୧୮ରେ ବିଜେପିରୁ ଇସ୍ତଫା ଦେଇଥିଲେ ଯଶୱନ୍ତ ସିହ୍ନା । ୨୦୨୧ରେ ଟିଏମସିରେ ସାମିଲ ହୋଇଥିଲେ । ବାଜପେୟୀ ସରକାରରେ ଅର୍ଥମନ୍ତ୍ରୀ ଓ ବୈଦେଶିକ ମନ୍ତ୍ରୀ ମଧ୍ୟ ଥିଲେ ସିହ୍ନା ।

LEAVE A REPLY

Please enter your comment!
Please enter your name here