ରାଜ୍ୟରେ ଆଉ ୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୪ , ଭଦ୍ରକରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ୬ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ପଜିଟିଭ୍ ଙ୍କ ସଂଖ୍ୟା ୧୬୯ରେ ପହଁଞ୍ଚିଛି । ଯାଜପୁରରେ ୫୨ ଓ ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧କୁ ବୃଦ୍ଧି ହୋଇଛି । ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୬୦ ଜଣ । ଆକ୍ଟିଭ କେଶ୍ ୧୦୮ ବୋଲି ଜଣାପଡିଛି । ଆଜି ସକାଳେ ସୁନ୍ଦରଗଡରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

LEAVE A REPLY

Please enter your comment!
Please enter your name here