ରାଜଭବନରେ ଆଜି ରାଜ୍ୟପାଳ ରଘୁବର ଦାସ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରିଛନ୍ତି I ହାଇକୋର୍ଟର ମୁଖ୍ୟ ବିଚାରପତି ତାଙ୍କୁ ଶପଥ ପାଠ କରାଇଥିଲେ I ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ, ବାଚସ୍ପତି ପ୍ରମିଳା ମଳିକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ I ତେବେ ଆଗ ଧାଡିରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଦେଖିବାକୁ ମିଳିଥିଲା I ସେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ମଝି ଆସନରେ ବସିଥିଲେ I

LEAVE A REPLY

Please enter your comment!
Please enter your name here