ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦୁଝର, ଦେବଗଡ଼ ଓ ଝାରସୁଗୁଡ଼ାରେ ଏହି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here