ଲକଡାଉନ୍ ବେଳେ ପବ୍ଲିକ ଟ୍ରାନ୍ସପୋର୍ଟ ପାଇଁ ବସ୍ ଚାଲିବନି ।
କେବଳ ମେଡିକାଲ କାର୍ଯ୍ୟ ବ୍ୟତିତ ଅନ୍ୟ ସବୁ ଆତଯାତ ମନା
ସମସ୍ତ ଶିକ୍ଷାନୁଷ୍ଠାନ, କୋଚିଂ ସେଣ୍ଟର, ଟ୍ରେନିଂ ସେଣ୍ଟର ବନ୍ଦ ରହିବ
ପ୍ରଦର୍ଶନୀ , ମେଳା, ବ୍ୟବସାୟ ଭିତ୍ତିକ ମିଟିଂ ବନ୍ଦ ରହିବ
ଟ୍ୟାକ୍ସି, ଅଟୋ, ସାଇକେଲ ରିକ୍ସା ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିବ
ସିନେମା ହଲ, ମଲ, ମାର୍କେଟ କଂପ୍ଲେକ୍ସ, ଜିମ୍ ବନ୍ଦ ରହିବ
ଯାତ୍ରା, ଅପେରା, ଖୋଲାମଞ୍ଚ ସମ୍ପୂର୍ଣ୍ଣ ଭାବେ ବନ୍ଦ
ସେଲୁନ୍‌, ପାର୍ଲର, ସ୍ପା ସମ୍ପୂର୍ଣ୍ଣ ଭାବେ ବନ୍ଦ
ସାମାଜିକ, ଧାର୍ମିକ, କ୍ରୀଡା, ରାଜନୈତିକ ସମାବେଶ ବନ୍ଦ
ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଠାରୁ ଅନୁମତିି ଆଣି ହେବ ବିବାହ ଆୟୋଜନ
ବିବାହରେ ସର୍ବାଧିକ ୫୦, ଶୁଦ୍ଧିକାର୍ଯ୍ୟରେ ୨୦ ଜଣଙ୍କୁ ଅନୁମତି
ସାପ୍ତାହିକ, ଦୈନିକ ହାଟ ଚାଲି ପାରିବ ନାହିଁ
ଲକଡାଉନରେ ଏସବୁ ଖୋଲା ରହିବ
ହସ୍ପିଟାଲ , ନର୍ସିଂହୋମ, ଔଷଧ ଦୋକାନ ଖୋଲା ରହିବ
ରାସନ ଦୋକାନ, ଗ୍ରୋସରୀ, ଫଳ ଦୋକାନ ଖୋଲା ରହିବ
ମାଛ, ମାଂସ , ଅଣ୍ଡା, କ୍ଷୀର ଦୋକାନ ଖୋଲା ରହିବ
ସୋମବାରରୁ ଶୁକ୍ରବାର ସକାଳ ୬ରୁ ୧୨ ଯାଏ ଏସବୁ ଖୋଲା
ରେଷ୍ଟୁରାଣ୍ଟ, ଢାବା କେବଳ ଖାଦ୍ୟ ପାର୍ସଲ ଦେଇପାରିବେ
ଫ୍ଲିପ୍‌କାର୍ଟ, ଆମାଜନ, ଜୋମାଟୋ ଆଦିର ଡେଲିଭରି ବୟଙ୍କୁ ଅନୁମତି
ଛାପା, ବୈଦ୍ୟୁତିକ ଗଣମାଧ୍ୟମ, ୱେବ ମିଡିଆକୁ ଅନୁମତି
ପେଟ୍ରୋଲ ପମ୍ପ, ରନ୍ଧନ ଗ୍ୟାସ ଯୋଗାଣକୁ ଅନୁମତି
ଗ୍ୟାରେଜ, ଗାଡି ମରାମତି ଦୋକାନ ଖୋଲା ରହିବ

LEAVE A REPLY

Please enter your comment!
Please enter your name here