ବାଲେଶ୍ୱର ଠାରେ ଫକିର ମୋହନ ମେଡିକାଲ କଲେଜ ଓ ହସ୍ପିଟାଲ ଉଦଘାଟିତ ହୋଇଛି । ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକାର୍ପଣ ଉସôବରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଅଶ୍ୱିନୀ ଚୌବେ ଉପସ୍ଥିତ ଅଛନ୍ତି । ବ୍ୟାସକବି ଫକୀର ମୋହନ ସେନାପତିଙ୍କ ନାମରେ ମେଡିକାଲ କଲେଜର ନାମକରଣ କରାଯାଇଛି । ଏହି ମେଡିକାଲ କଲେଜ ବାଲେଶ୍ୱର ଜିଲ୍ଲା ସମେତ ଆଖପାଖ ଅଞ୍ଚଳର ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇବାରେ ସହାୟକ ହେବ ।

LEAVE A REPLY

Please enter your comment!
Please enter your name here