ସଂକ୍ରମଣ ବଢିଥିବା ୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍ ଡାଉନ୍ । ପ୍ରତି ଶନିବାର ଓ ରବିବାର ୧୧ ଜିଲ୍ଲା ସଟଡାଉନ୍ କରିବାକୁ ଘୋଷଣା । ଗଞ୍ଜାମ , ପୁରୀ , ନୟାଗଡ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଜିଲ୍ଲା , ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ବାଲେଶ୍ୱର ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟଡାଉନ୍ । ସଟଡାଉନ୍ ୨ ଦିନ କୌଣସି ଅଫିସ ଖୋଲା ରହିବ ନାହିଁ । କେବଳ ଅତ୍ୟାବଶ୍ୟକ ସେବା ପ୍ରଦାନକାରୀ ଆତଯାତ କରିପାରିବେ ।

LEAVE A REPLY

Please enter your comment!
Please enter your name here