ଅର୍ଚ୍ଚନା ନାଗ ମାମଲାରେ ସମ୍ପୃକ୍ତ ଶ୍ରଦ୍ଧାଞ୍ଜଳୀଙ୍କୁ ମିଳିଲାନି ହାଇକୋର୍ଟଙ୍କ ଅନ୍ତରୀଣ ସୁରକ୍ଷା । ଶ୍ରଦ୍ଧାଞ୍ଜଳୀଙ୍କୁ ଅନ୍ତରୀଣ ସୁରକ୍ଷା ଦେବାକୁ ମନା କରିଦେଇଛନ୍ତି ହାଇକୋର୍ଟ । ତଦନ୍ତରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ସହଯୋଗ କରିବାକୁ ଶ୍ରଦ୍ଧାଞ୍ଜଳୀଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । କୋର୍ଟରେ ଶୁଣାଣିବେଳେ ତଦନ୍ତରେ ଶ୍ରଦ୍ଧାଞ୍ଜଳୀ ସହଯୋଗ କରୁନଥିବା କହିଥିଲା ଇଡି । ଅର୍ଚ୍ଚନା ନାଗ ମାମଲାରେ ଶ୍ରଦ୍ଧାଞ୍ଜଳିଙ୍କୁ ଝଟକା ମିଳିଛି ।

LEAVE A REPLY

Please enter your comment!
Please enter your name here