ଆସନ୍ତା ମେ 15 ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତ୍ତି । ଶ୍ରଦ୍ଧାଳୁଙ୍କ ଦର୍ଶନ ଉପରେ କଟକଣା ଜାରି କରାଯାଇଛି । ତେବେ ଶ୍ରୀମନ୍ଦିର ବନ୍ଦ ସମୟରେ ଶ୍ରୀଡୀଉଙ୍କ ନୀତିକାନ୍ତି ସ୍ବାଭାବିକ ଭାବେ ଚାଲୁ ରହିବ । ଆଜି ଛତିଶା ନିଯୋଗ ବୈଠକରେ ସାଦାରଣ ଦର୍ଶନ ବନ୍ଦ ରଖିବାକୁ ସେବାୟତମାନେ ଦାବି କରିଥିଲେ । କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏବଂ ସେବାୟତଙ୍କ ସ୍ବାସ୍ଥ୍ୟ ଦୃଷ୍ଟିରୁ ଶ୍ରୀମନ୍ଦିର ପ୍ରଶାସନ ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ।

LEAVE A REPLY

Please enter your comment!
Please enter your name here