ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ବିରୋଧୀଙ୍କୁ ନେଇ ସୁପ୍ରିମକୋର୍ଟଙ୍କ ବଡ ଝଟକା । ପ୍ରକଳ୍ପ ବିରୋଧରେ ହୋଇଥିବା ଆବେଦନକୁ ଖାରଜ କରିଛନ୍ତି ସର୍ବୋଚ୍ଚ ଅଦାଲତ । ଉଭୟ ଆବେଦନକାରୀଙ୍କ ମାମଲା ରଦ୍ଦ କଲେ ସୁପ୍ରମକୋର୍ଟ । ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ କାମ ଚାଲିଥିବାରୁ ମାମଲା ରଦ୍ଦ । ମାମଲା ରଦ୍ଦ ସହ ଉଭୟ ପିଟିସନରଙ୍କ ଉପରେ ଜରିମାନା । ଉଭୟଙ୍କ ଉପରେ ୧ ଲକ୍ଷ ଟଙ୍କା ଲେଖାଏଁ ଜରିମାନା କଲେ କୋର୍ଟ । କୋର୍ଟଙ୍କ ବହୁମୂଲ୍ୟ ସମୟ ଅଯଥା ନଷ୍ଟ କରିଥିବାରୁ ଜରିମାନା ।

LEAVE A REPLY

Please enter your comment!
Please enter your name here