ଆଜି ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ସେ ଦୈନିକ ଓଡିଆ କବର କାଗଜ ସମାଜର ଶତବାର୍ଷିକ ସମାରୋହରେ ଯୋଗଦେବେ । ଏଥପାଇଁ କଟକ ସ୍ଥିତ ଜବାହରଲାଲ ନେହେରୁ ଷ୍ଟାଡିୟମକୁ ସୁସଜ୍ଜିତ କରାଯାଇଛି । ଆଜି ଅପରାହ୍ନ ୩ଟା ୫୦ ମିନିଟରେ ଏହି କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଯୋଗଦେବାର ରହିଛି । ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ , ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅନ୍ୟ ବିଶିଷ୍ଟ ବ୍ୟକ୍ତି ଯୋଗଦେବେ ।

LEAVE A REPLY

Please enter your comment!
Please enter your name here