କାଳିଆ ଯୋଜନାର ପ୍ରଚାର ପ୍ରସାର ପାଇଁ ବାହାରିଲା କାଳିଆ ରଥ ।  ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ସରକାରଙ୍କ ଲୋକାଭିମୁଖି ଯୋଜନାକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଏଭଳି ଏକ ଅଭିଯାନ ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୨୦ଟି ଗାଡି ଗଡିଛି । ରାଜ୍ୟବାସୀ କିଭଳି ଏହି ଯୋଜନା ମାଧ୍ୟମରେ ଅଧିକ ଲାଭବାନ ହୋଇପାରିବେ ସେଥିପ୍ରତି ଗୁରୁତ୍ୱ ଦିଆଯାଇଛି । ଏବେ ରାଜ୍ୟ ନୁହେଁ, ରାଜ୍ୟ ବାହାରେ ମଧ୍ୟ କାଳିଆକୁ ନେଇ ଚର୍ଚ୍ଚା ଲାଗି ରହିଛି ।

LEAVE A REPLY

Please enter your comment!
Please enter your name here