ମହାପ୍ରଭୁଙ୍କ ସୁନାବେଶ । ମହଣ ମହଣ ସୁନାରେ ସଜେଇ ହେଲେ ମହାପ୍ରଭୁ । ମହାପ୍ରଭୁଙ୍କ ଏହି ଅପୂର୍ବ ଦୃଶ୍ୟ ଦେଖିବାକୁ ବଡଦାଣ୍ଡି ଲୋକାରଣ୍ୟ । ସିଂଦ୍ବାର ସାମନାରେ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ । ଜୟ ଜଗନ୍ନାଥ ଧ୍ବନୀରେ ପ୍ରକମ୍ପିତ ବଡଦାଣ୍ଡି ।

LEAVE A REPLY

Please enter your comment!
Please enter your name here