ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏଯାବତ ରାଜ୍ୟରେ ୩୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି। ଭୁବନେଶ୍ୱରର ମୋଟ ୪୬ ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ ସୁସ୍ଥ ହେଲେଣି।

LEAVE A REPLY

Please enter your comment!
Please enter your name here